Masthead

ଡିଜିପି ସମ୍ମିଳନୀର ସମ୍ମିଳନୀର ତୃତୀୟ ଦିନ; ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ହେବ ମାନସ ମନ୍ଥନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଡିଜିପି-ଆଇଜିପି ସମ୍ମିଳନୀର ତୃତୀୟ ଦିନ । ପ୍ରଧାନମନ୍ତ୍ରୀଙ୍କ ନେତୃତ୍ବରେ ମାରାଥନ ସୁରକ୍ଷା କସରତ । ପ୍ରସ୍ତୁତ ହେଉଛି ଦେଶ ସୁରକ୍ଷାର ବ୍ଲୁପ୍ରିଂଟ । ଆଭ୍ୟନ୍ତରୀଣ ସୁରକ୍ଷା, ଆଇନଶୃଂଖଳା ଦିଗରେ କରାଯାଉଛି ଆଲୋଚନା । ଅନୁପ୍ରବେଶକାରୀ, ସାଇବର ଅପରାଧ, ନିଶା କାରବାର ଉପରେ ବି ଫୋକସ ରହିଛି । ଆଜି ବି ଗୃହମନ୍ତ୍ରୀ ଅମିତ ଶାହ, ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ୍, ଡିଜିପି ଏବଂ ଆଇଜିମାନଙ୍କ ସହ ବିଚାର ବିନିମୟ କରିବେ ପ୍ରଧାନମନ୍ତ୍ରୀ ମୋଦି। ଗତକାଲି ସମ୍ମିଳନୀର ଦ୍ୱିତୀୟ ଦିବସରେ ସୁରକ୍ଷା ସଂପର୍କିତ ବିଭିନ୍ନ ପ୍ରସଙ୍ଗରେ ମାନସ ମନ୍ଥନ ହୋଇଛି। ସୁରକ୍ଷା ଏବଂ ପୁଲିସ ପ୍ରସଙ୍ଗରେ ଗଠନମୂଳକ ଆଲୋଚନା ହୋଇଥିବା ପ୍ରଧାନମନ୍ତ୍ରୀ ସୂଚନା ଦେଇଛନ୍ତି। ଗତ ୨ଦିନ ଧରି ଆଭ୍ୟନ୍ତରୀଣ ସୁରକ୍ଷା ସହ ଆତଙ୍କବାଦ ଓ ନକ୍ସଲ ପ୍ରସଙ୍ଗରେ ହୋଇଛି ମାନସ ମନ୍ଥନ। ଜାତୀୟ ସୁରକ୍ଷା ପ୍ରତି ରହିଥିବା ଚ୍ୟାଲେଂଜଗୁଡ଼ିକର କିପରି କରିବେ ସାମନା ? ସାଇବର ଅପରାଧ ଉପରେ କେମିତି ଲାଗିବ ଲଗାମ୍ ? ନକ୍ସଲ ସମସ୍ୟାରୁ ନେଇ ନାର୍କୋଟିକ୍ସ, ତଟ୍ଟ ସୁରକ୍ଷାରୁ ନେଇ ଆର୍ଥିକ ସୁରକ୍ଷା, ଆଦି ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଜି ବିଚାର ବିମର୍ଶ ହେବ ବୋଲି ଜଣାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି