Masthead

ଲାଗୁ ହୋଇପାରେ ଡେ କର୍ଫ୍ୟୁ !

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ) : ଫେରୁଛି କରୋନା । ଅସମ୍ଭାଳ ହେଉଛି ସ୍ଥିତି । ହୁ ହୁ ହୋଇ ବଢିବାରେ ଲାଗିଛି ଦୈନିକ ସଂକ୍ରମଣ । ୩ ଦିନ ଧରି ୫୦୦ ମୁହାଁ ହୋଇଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିଛି। ସ୍ଥିତି ଅଧିକ ବିଗିଡ଼ିବା ଆଶଙ୍କାରେ ସରକାର ସଜାଗ ହୋଇପଡ଼ିଛନ୍ତି । କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟରେ ପ୍ରଥମ ଥର ପାଇଁ  ଡେ କର୍ଫ୍ୟୁ ଲାଗୁ ହେଇପାରେ।

ବିଭିନ୍ନ ଅଞ୍ଚଳରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ଏପରି ନିଷ୍ପତ୍ତି ନେଇପାରନ୍ତି । ଏନେଇ ଅନୁଧ୍ୟାନ ଚାଲିଥିବା କହିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ସଂକ୍ରମିତଙ୍କ ସଂଖ୍ୟା ବଢିବା କାରଣରୁ ୧୦ ଜିଲ୍ଲାରେ ନାଇଟ୍ କର୍ଫ୍ୟୁ ଲାଗୁ ହୋଇସାରିଲାଣି । ଯାହା ୫ ତାରିଖରୁ କାର୍ଯ୍ୟକ୍ଷମ ହେବ । ଏପରିକି ରାଜ୍ୟରେ ଡେ କର୍ଫ୍ୟୁ ମଧ୍ୟ ଲାଗୁ ହୋଇପାରେ । ଦିନ ବେଳା କଟକଣାକୁ ଆହୁରି କଡାକଡି କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାଣି ଉଠାଇବା ବେଳେ ଅଘଟଣ, ପୁଅକୁ ଉଦ୍ଧାର କରିବାକୁ ଯାଇ ବୁଡିଗଲେ ବାପା 🔴 ସେବାୟତ ବିବାଦ, ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ 🔴 ପଛକୁ ହଟିଲେ ଟ୍ରମ୍ପ, ଆକ୍ରମଣ ଯୋଜନା ସ୍ଥଗିତ 🔴 ସୋମବାର ଠାରୁ ବର୍ଷା ପରିମାଣ ବଢିବ 🔴 ଓଡ଼ିଶା ଆସୁଛନ୍ତି ମହାମହିମ 🔴 ଆମେରିକାରେ ଆତ୍ମଘାତୀ ବିସ୍ଫୋରଣ, ୩ମୃତ 🔴 ପୁଣି ବଢ଼ିବ ବର୍ଷା 🔴 ବକ୍ସିଂରେ ଭାରତକୁ ୨ ସ୍ୱର୍ଣ୍ଣ 🔴 ମୁଖ୍ୟମନ୍ତ୍ରୀଙ୍କ ଅପଡେଟ୍, ବନ୍ୟା ସ୍ଥିତି ସମୀକ୍ଷା ପରେ… 🔴 ୩ ମାସ ପରେ ଖୋଲିଲା ଭିତରକନିକା, ଖୁସି ହେଲେ ପର୍ଯ୍ୟଟକ 🔴 ପାଣି ଉଠାଇବା ବେଳେ ଅଘଟଣ, ପୁଅକୁ ଉଦ୍ଧାର କରିବାକୁ ଯାଇ ବୁଡିଗଲେ ବାପା 🔴 ସେବାୟତ ବିବାଦ, ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ 🔴 ପଛକୁ ହଟିଲେ ଟ୍ରମ୍ପ, ଆକ୍ରମଣ ଯୋଜନା ସ୍ଥଗିତ 🔴 ସୋମବାର ଠାରୁ ବର୍ଷା ପରିମାଣ ବଢିବ 🔴 ଓଡ଼ିଶା ଆସୁଛନ୍ତି ମହାମହିମ 🔴 ଆମେରିକାରେ ଆତ୍ମଘାତୀ ବିସ୍ଫୋରଣ, ୩ମୃତ 🔴 ପୁଣି ବଢ଼ିବ ବର୍ଷା 🔴 ବକ୍ସିଂରେ ଭାରତକୁ ୨ ସ୍ୱର୍ଣ୍ଣ 🔴 ମୁଖ୍ୟମନ୍ତ୍ରୀଙ୍କ ଅପଡେଟ୍, ବନ୍ୟା ସ୍ଥିତି ସମୀକ୍ଷା ପରେ… 🔴 ୩ ମାସ ପରେ ଖୋଲିଲା ଭିତରକନିକା, ଖୁସି ହେଲେ ପର୍ଯ୍ୟଟକ