Masthead

ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଜିତିଲା ଦିଲ୍ଲୀ କ୍ୟାପିଟାଲ୍ସ

ଅହମଦାବାଦ(ବଡ଼ ଖବର ବ୍ୟୁରୋ): ଗୁଜରାଟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ୫ ରନରେ ଜିତିଲା ଦିଲ୍ଲୀ କ୍ୟାପିଟାଲ୍ସ । ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ୫ ରନରେ ବିଜୟ ହାସଲ କରିଛି । ଗୁଜରାଟ ୨୦ ଓଭରରେ ୬ ୱିକେଟ ହରାଇ ୧୨୫ ରନ କରିଥିଲା । ଜିଟି ପକ୍ଷରୁ ହାର୍ଦ୍ଦିକ ପାଣ୍ଡ୍ୟା ୫୯ ରନ କରିଥିବାବେଳେ ଅଭିନବ ମନୋହର ୨୬ ରନ, ରାହୁଲ ତାୱତିଆ ୨୦ରନ କରିଥିଲେ ।

ଟସ୍ ଜିତି ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା । ଅଧିନାୟକ ଡେଭିଡ ୱାର୍ନରଙ୍କ ନେତୃତ୍ୱରେ ଦଳ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିଲା। ଜିଟି ଟିମ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ବୋଲିଂ ଆରମ୍ଭ କରିଥିଲା। ଡିସି ୮ ୱିକେଟ ହରାଇ ୧୩୦ ରନ କରିଥିଲା। ଫଳରେ ଜିଟି ପାଇଁ ବିଜୟ ଲକ୍ଷ୍ୟ ୧୩୧ ରନ ରହିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ