Masthead

ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଜିତିଲା ଦିଲ୍ଲୀ କ୍ୟାପିଟାଲ୍ସ

ଅହମଦାବାଦ(ବଡ଼ ଖବର ବ୍ୟୁରୋ): ଗୁଜରାଟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ୫ ରନରେ ଜିତିଲା ଦିଲ୍ଲୀ କ୍ୟାପିଟାଲ୍ସ । ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ୫ ରନରେ ବିଜୟ ହାସଲ କରିଛି । ଗୁଜରାଟ ୨୦ ଓଭରରେ ୬ ୱିକେଟ ହରାଇ ୧୨୫ ରନ କରିଥିଲା । ଜିଟି ପକ୍ଷରୁ ହାର୍ଦ୍ଦିକ ପାଣ୍ଡ୍ୟା ୫୯ ରନ କରିଥିବାବେଳେ ଅଭିନବ ମନୋହର ୨୬ ରନ, ରାହୁଲ ତାୱତିଆ ୨୦ରନ କରିଥିଲେ ।

ଟସ୍ ଜିତି ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା । ଅଧିନାୟକ ଡେଭିଡ ୱାର୍ନରଙ୍କ ନେତୃତ୍ୱରେ ଦଳ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିଲା। ଜିଟି ଟିମ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ବୋଲିଂ ଆରମ୍ଭ କରିଥିଲା। ଡିସି ୮ ୱିକେଟ ହରାଇ ୧୩୦ ରନ କରିଥିଲା। ଫଳରେ ଜିଟି ପାଇଁ ବିଜୟ ଲକ୍ଷ୍ୟ ୧୩୧ ରନ ରହିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା