Masthead

କ୍ଷମା ମାଗିଲେ ଡି’କକ୍

(ବଡ଼ ଖବର ବ୍ୟୁରୋ) ଦକ୍ଷିଣ ଆଫ୍ରିକାର ଓପନର ତଥା ୱିକେଟକିପର ବ୍ୟାଟ୍ସମ୍ୟାନ କ୍ୱିଣ୍ଟନ୍ ଡି’କକ୍ ୱେଷ୍ଟଇଣ୍ଡିଜ୍ ବିପକ୍ଷ ମ୍ୟାଚ ପୂର୍ବରୁ ନିଜର ବ୍ୟବହାର ପାଇଁ କ୍ଷମା ମାଗିଛନ୍ତି । ସେ କ୍ୟାରିବିଆନ୍ ଟିମ ବିପକ୍ଷ ମ୍ୟାଚରେ ଆଣ୍ଠୁମାଡି ବସିବାକୁ ମନା କରିଦେଇଥିଲେ । ତେବେ ଏହି କାରଣରୁ ସେ ମ୍ୟାଚ୍ ଆରମ୍ଭ ହେବା ପୂର୍ବରୁ ନିଜ ନାଁ ପ୍ରତ୍ୟାହାର କରି ନେଇଥିଲେ ।

କିନ୍ତୁ ଏବେ ଡି’କକ୍ ନିଜ ବ୍ୟବହାରକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି । ସେ ଏ ନେଇ ସମସ୍ତଙ୍କୁ କ୍ଷମା ମାଗିଛନ୍ତି । ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚର ଠିକ ପୂର୍ବରୁ କ୍ରିକେଟ ଦକ୍ଷିଣ ଆଫ୍ରିକା ଏକ ନୋଟିସ ଜାରି କରିଥିଲା । ଯେଉଁଥିରେ ସମସ୍ତ ଖେଳାଳିଙ୍କୁ ପ୍ରତି ମ୍ୟାଚ ପୂର୍ବରୁ ଆଣ୍ଠୁରେ ବସିବାକୁ ପଡିବ । ହେଲେ ଡିକକ ବୋର୍ଡର ନିର୍ଦ୍ଦେଶକୁ ମାନି ନ ଥିଲେ । କିନ୍ତୁ ଏବେ ସେ କହିଛନ୍ତି ଯେ ଯଦି ଆଣ୍ଠୁରେ ବସିବା ଦ୍ୱାରା ସଚେତନତା ସୃଷ୍ଟି ହେବ । ଏହା ସହ ତାଙ୍କର ଜୀବନ ଆହୁରି ଭଲ ହେବ । ତେବେ ମୁଁ ଏହା କରିବି ବୋଲି ଡି’କକ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା