Masthead

ଡିସିପି ଯାହା ନିଷ୍ପତ୍ତି ନେବେ: ହାଇକୋର୍ଟ

କଟକ(ବଡ଼ ଖବର ବ୍ୟୁରୋ): ପ୍ରକୃତି ମିଶ୍ର ମାମଲାରେ ହସ୍ତକ୍ଷେପ କରିବାକୁ ମନାକଲେ ହାଇକୋର୍ଟ । ପ୍ରକୃତିଙ୍କ ତରଫରୁ ଏହି ବାବଦରେ ପ୍ରଥମେ ଡିସିପି ଭୁବନେଶ୍ୱରକୁ ଏକ ଆବେଦନ କରାଯାଇଥିଲା ଓ ପରେ ମାନ୍ୟବର ହାଇକୋର୍ଟଙ୍କ ପାଖରେ ଏକ ପିଟିସନ ଦାଖଲ କରାଯାଇ ଥିଲା । ଯେଉଁଥିରେ ତୃପ୍ତିଙ୍କ ବିରୁଦ୍ଧରେ ଲାଗିଥିବା ଦଫା ଗୁଡ଼ିକୁ କୋହଳ କରାଯାଇ ଥିବାର ଅଭିଯୋଗ ଆଣାଯାଇ ଥିଲା । ଏହାର ବିଚାର କରିବାକୁ ଯାଇ ମାନ୍ୟବର ଅଦାଲତ ଦୁଇ ମାସ ଭିତରେ ପୋଲିସ ବିଭାଗକୁ ଏହାର ଉଚିତ୍ ତଦନ୍ତ କରି ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବାବୁସାନଙ୍କ ପତ୍ନୀ ଓ ଶ୍ୱଶୁରଙ୍କ ନାଁରେ ଏତଲା କରିଥିଲେ ପ୍ରକୃତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ