Masthead

ଡିସିପି ଯାହା ନିଷ୍ପତ୍ତି ନେବେ: ହାଇକୋର୍ଟ

କଟକ(ବଡ଼ ଖବର ବ୍ୟୁରୋ): ପ୍ରକୃତି ମିଶ୍ର ମାମଲାରେ ହସ୍ତକ୍ଷେପ କରିବାକୁ ମନାକଲେ ହାଇକୋର୍ଟ । ପ୍ରକୃତିଙ୍କ ତରଫରୁ ଏହି ବାବଦରେ ପ୍ରଥମେ ଡିସିପି ଭୁବନେଶ୍ୱରକୁ ଏକ ଆବେଦନ କରାଯାଇଥିଲା ଓ ପରେ ମାନ୍ୟବର ହାଇକୋର୍ଟଙ୍କ ପାଖରେ ଏକ ପିଟିସନ ଦାଖଲ କରାଯାଇ ଥିଲା । ଯେଉଁଥିରେ ତୃପ୍ତିଙ୍କ ବିରୁଦ୍ଧରେ ଲାଗିଥିବା ଦଫା ଗୁଡ଼ିକୁ କୋହଳ କରାଯାଇ ଥିବାର ଅଭିଯୋଗ ଆଣାଯାଇ ଥିଲା । ଏହାର ବିଚାର କରିବାକୁ ଯାଇ ମାନ୍ୟବର ଅଦାଲତ ଦୁଇ ମାସ ଭିତରେ ପୋଲିସ ବିଭାଗକୁ ଏହାର ଉଚିତ୍ ତଦନ୍ତ କରି ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବାବୁସାନଙ୍କ ପତ୍ନୀ ଓ ଶ୍ୱଶୁରଙ୍କ ନାଁରେ ଏତଲା କରିଥିଲେ ପ୍ରକୃତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ