Masthead

ଆସିଲା ରତ୍ନଭଣ୍ଡାର ରାୟ, ହସ୍ତକ୍ଷେପ କରିବାକୁ ମନାକଲେ ହାଇକୋର୍ଟ

କଟକ(ବଡ଼ ଖବର ବ୍ୟୁରୋ) : ହାଇକୋର୍ଟରେ ରତ୍ନଭଣ୍ଡାର ଖୋଲାଯିବା ମାମଲା । ହସ୍ତକ୍ଷେପ କରିବାକୁ ମନାକଲେ ହାଇକୋର୍ଟ । ମରାମତି ପାଇଁ ଗଠନ ହେବ କମିଟି । ଗଠନ ହେବ ଉଚ୍ଚସ୍ତରୀୟ କମିଟି । ୨ମାସ ମଧ୍ୟରେ କମିଟି ଗଠନ କରିବାକୁ ସରକାରଙ୍କୁ ନିର୍ଦ୍ଦେଶ । ରତ୍ନଭଣ୍ଡାର ସଂପର୍କରେ ନିଷ୍ପତ୍ତି ନେବ କମିଟି । ପ୍ରଥମେ ବାହାର ରତ୍ନଭଣ୍ଡାର ମରାମତି ହେବ । ଭିତର ରତ୍ନଭଣ୍ଡାର ମରାମତି ନେଇ କମିଟି ନେବ ନିଷ୍ପତ୍ତି । କମିଟିରେ ରହିବେ ଇଞ୍ଜିନିୟର ଓ ସେବାୟତ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ