Masthead

ଦୁନିଆର ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି ପଥରେ ଭାରତ: ରାଷ୍ଟ୍ରପତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ସଂସଦର ମିଳିତ ଅଧିବେଶନକୁ ରାଷ୍ଟ୍ରପତିଙ୍କ ସମ୍ବୋଧନ । ନବନିର୍ବାଚିତ ସଦସ୍ୟଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି । ଏଥର କାଶ୍ମୀର ଘାଟିରେ ରେକର୍ଡ ସଂଖ୍ୟକ ଭୋଟିଂ ହୋଇଛି । ଚାରି ଦଶକରୁ ଏଠାରେ ଭୋଟିଂ ପ୍ରତିଶତ କମ୍ ରହୁଥିଲା । ମୋ ସରକାର ଉପରେ ଲୋକେ ତୃତୀୟ ଥର ଭରସା କଲେ । ଲୋକେ ଜାଣିଛନ୍ତି ସେମାନଙ୍କ ଆକାଂକ୍ଷା ମୋ ସରକାର ପୂରଣ କରିପାରିବ । ଏବେ ତୃତୀୟ ସ୍ଥାନରେ ପହଞ୍ଚିବାକୁ ଲକ୍ଷ୍ୟ ରଖାଯାଇଛି । ଗ୍ରାମୀଣ ଅର୍ଥ ବ୍ୟବସ୍ଥାକୁ ମୋ ସରକାର ଗୁରୁତ୍ବ ଦେଇଛି । ଆଗାମୀ ବଜେଟରେ ଐତିହାସିକ ପଦକ୍ଷେପ ଦେଖିବାକୁ ମିଳିବ । ମୋ ସରକାର ଆରମ୍ଭରୁ ଏମ୍ଏସ୍‌ପି ବୃଦ୍ଧି କରିଛନ୍ତି । ଚାଷୀଙ୍କ ଖାତାକୁ ୨୦ ହଜାର କୋଟି ଟଙ୍କା ଟ୍ରାନ୍ସଫର କରାଯାଇଛି । ଗ୍ରାମାଞ୍ଚଳରେ ୩ ଲକ୍ଷ କିମିରୁ ଅଧିକ ରାସ୍ତା ନିର୍ମାଣ ହୋଇଛି ।

ନର୍ଥ ଇଷ୍ଟରେ ସ୍ଥାୟୀ ଶାନ୍ତି ପାଇଁ ମୋ ସରକାର ଉଦ୍ୟମ କରୁଛି । ୧୦ ବର୍ଷରେ ୨୧ ସହରରେ ମେଟ୍ରୋ ପହଞ୍ଚିଛି । ପବ୍ଲିକ ଟ୍ରାନ୍ସପୋର୍ଟରେ କ୍ରାନ୍ତିକାରୀ ପରିବର୍ତ୍ତନ । ଉତ୍ତର-ଦକ୍ଷିଣ ଭାରତରେ ବୁଲେଟ୍ ଟ୍ରେନ୍ ଚଳାଚଳ କରିବ । ୩ କୋଟି ମହିଳାଙ୍କୁ ଲକ୍ଷପତି ଦିଦି କରିବାକୁ ବ୍ୟାପକ ଅଭିଯାନ । ବିଜୁଳି ବିଲ୍ ଜିରୋ କରିବାକୁ ଯୋଜନା ଆସିଛି । ୨୫ କୋଟି ଭାରତୀୟ ଗରିବୀରୁ ମୁକ୍ତ ହୋଇଛନ୍ତି । ମହିଳାଙ୍କୁ ଡ୍ରୋନ୍ ପାଇଲଟ କରିବାକୁ ଉଦ୍ୟମ। ବିଶ୍ବବନ୍ଧୁ ହୋଇ ଭାରତ ବିଶ୍ବର ଅନେକ ସମସ୍ୟା ସମାଧାନ କରୁଛି । ସୁସ୍ଥ ବିଶ୍ବ ନିର୍ମାଣରେ ଭାରତ ସହଯୋଗ କରୁଛି । ଯୋଗ ଆଜି ସମଗ୍ର ବିଶ୍ବରେ ପହଞ୍ଚିଛି । ଦେଶରେ ପୁଣିଥରେ ସ୍ଥିର ଓ ବହୁମତ ସରକାର ଗଠନ ହୋଇଛି । ୧୦ ବର୍ଷର ସୁଶାସନ ଉପରେ ଏହା ଲୋକଙ୍କ ମୋହର । ରାଜ୍ୟର ବିକାଶରେ ଦେଶର ବିକାଶ ଏହି ବିଶ୍ବାସରେ ଆଗକୁ ବଢ଼ିବା । ଅର୍ଥନୀତିରେ ଦେଶ ବିଶ୍ବର ପଞ୍ଚମ ସ୍ଥାନକୁ ଉନ୍ନୀତ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ 🔴 ସ୍କୁଲରେ ମାରପିଟ୍, ୩ଶିକ୍ଷକ ନିଲମ୍ବିତ 🔴 ୨୧ରେ ପୁଣି ଭାରତ ପାକିସ୍ତାନ ମୁକାବିଲା 🔴 ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ 🔴 ମାଆକୁ ଟାଙ୍ଗିଆ ରେ ହାଣି ହତ୍ୟା କଲା ପୁଅ 🔴 ରାଜଧାନୀରୁ ନିଖୋଜ, ଘଟଗାଁରୁ ମିଳିଲା ମୃତଦେହ! 🔴 ଦେବଭୂମିରେ ପୁଣି ଜଳପ୍ରଳୟ, ୧୩ ମୃତ 🔴 ଶ୍ରୀମୟୀଙ୍କ ନିଶାନାରେ ପାଣ୍ଡିଆନ 🔴 ଉତ୍ତରାଖଣ୍ଡରେ ପ୍ରକୃତିର ତାଣ୍ଡବ 🔴 ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ସର୍ବଦଳୀୟ ବୈଠକ 🔴 ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ 🔴 ସ୍କୁଲରେ ମାରପିଟ୍, ୩ଶିକ୍ଷକ ନିଲମ୍ବିତ 🔴 ୨୧ରେ ପୁଣି ଭାରତ ପାକିସ୍ତାନ ମୁକାବିଲା 🔴 ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ 🔴 ମାଆକୁ ଟାଙ୍ଗିଆ ରେ ହାଣି ହତ୍ୟା କଲା ପୁଅ 🔴 ରାଜଧାନୀରୁ ନିଖୋଜ, ଘଟଗାଁରୁ ମିଳିଲା ମୃତଦେହ! 🔴 ଦେବଭୂମିରେ ପୁଣି ଜଳପ୍ରଳୟ, ୧୩ ମୃତ 🔴 ଶ୍ରୀମୟୀଙ୍କ ନିଶାନାରେ ପାଣ୍ଡିଆନ 🔴 ଉତ୍ତରାଖଣ୍ଡରେ ପ୍ରକୃତିର ତାଣ୍ଡବ 🔴 ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ସର୍ବଦଳୀୟ ବୈଠକ