Masthead

ନଦୀରୁ ମୃତ ଦେହ ଉଦ୍ଧାର

ଜଙ୍କିଆ(ବଡ଼ ଖବର ବ୍ୟୁରୋ): ଜଙ୍କିଆ ମଲାଗୁଣୀ ନଦୀରୁ ମୃତ ଦେହ ଉଦ୍ଧାର । ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ଅନ୍ତର୍ଗତ ମଲାଗୁଣୀ ନଦୀରୁ ମୃତ ଦେହ ଉଦ୍ଧାର। ସ୍ଥାନୀୟ ଲୋକ ନଦୀକୁ ଶୌଚ ଯିବା ସମୟରେ ନଦୀରେ ଶବ ଭାସୁଥିବା ଦେଖି ଜଙ୍କିଆ ଥାନକୁ ଖବର ଦେଇଥିଲେ ।

ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଶବକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନାକୁ ପଠାଇଛନ୍ତି । ମୃତକ ଜଣକ ଜଙ୍କିଆ ଥାନା ଅନ୍ତର୍ଗତ ରାୟପୁର ଗ୍ରାମର ଡ଼ମ୍ବୁରୁ ଧର ଶ୍ରୀ ଚନ୍ଦନ ବୋଲି ଜଣାପଡିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ