Masthead

ବନ୍ଦ ଘରୁ ନାବାଳିକାଙ୍କ ମୃତଦେହ ଉଦ୍ଧାର

ଓଡ଼ପଡ଼ା ,(ବଡ଼ ଖବର ବ୍ୟୁରୋ): ବନ୍ଦ ଘରୁ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଢେଙ୍କାନାଳ ଜିଲ୍ଲା ଓଡ଼ପଡ଼ା ବ୍ଲକ ଅନ୍ତର୍ଗତ ମୋଟଙ୍ଗା ଥାନା କୁରୁଣ୍ଡି ଗ୍ରାମରେ ଘଟିଛି ଏଭଳି ଏକ ଅଭାବନୀୟ ଘଟଣା । ଗ୍ରାମର ଜୈନେକା ୧୨ବର୍ଷର ନାବାଳିକାଙ୍କ ମୃତ ଦେହ ଉଦ୍ଧାର ହୋଇଛି । ମଙ୍ଗଳବାର ସନ୍ଧ୍ୟାରେ ନାବାଳିକାଙ୍କ ବାପା ମାଆ ସ୍ଥାନୀୟ ଭୁଷଣ ଷ୍ଟିଲରୁ କାମ ସାରି ଘରକୁ ଫେରିବା ପରେ ଝିଅର ମୃତଦେହ ଝୁଲୁଥିବା ଦେଖିବାକୁ ପାଇଥିଲେ । ତେବେ ପାରିପାର୍ଶିକ ସ୍ଥିତିରୁ ଏହା ଏକ ଆତ୍ମହତ୍ୟା ନୁହେଁ ହତ୍ୟାକାଣ୍ଡ ଭଳି ମନେ ହେଉଛି । ଘରେ କିଏ ନଥିବା ସମୟରେ ଝିଅକୁ କେହି ଦୁଷ୍କର୍ମ କରି ହତ୍ୟା କରିଥିବା ନେଇ ପରିବାର ଲୋକେ ସନ୍ଦେହ କରୁଛନ୍ତି । ଖବର ପାଇ ମୋଟଙ୍ଗା ଥାନା ପୋଲିସ ଘଟଣାସ୍ଥଳରେ ପହଁଚି ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ