Masthead

ଘର ନିକଟରୁ ମହିଳାଙ୍କ ମୃତଦେହ ଉଦ୍ଧାର

ପାଳଲହଡ଼ା (ବଡ଼ ଖବର ବ୍ୟୁରୋ): ଅନୁଗୁଳ ଜିଲ୍ଲା ପାଳଲହଡ଼ା ବ୍ଲକ ଖମାର ଥାନା କଣ୍ଟିଆପଶି ପଞ୍ଚାୟତ କରଡ଼ାଖମଣ ଗ୍ରାମର ରଜନୀ ବେହେରା (୪୫)ଙ୍କ ମୃତଦେହ ତାଙ୍କ ଘର ପାଖ ଜଙ୍ଗଲରୁ ଉଦ୍ଧାର କରାଯାଇଛି। ରଜନୀ ସକାଳେ ଶୌଚ ପାଇଁ ଯାଇଥିଲେ । କିନ୍ତୁ କୌଣସି କାରଣରୁ ସେଠାରେ ତାଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁର କାରଣ ସ୍ପଷ୍ଟ ହୋଇନାହିଁ। ବିଦ୍ୟୁତ୍ ଆଘାତରେ ତାଙ୍କର ମୃତ୍ୟୁ ହୋଇଥାଇ ପାରେ ବୋଲି ପୋଲିସ ସନ୍ଦେହ କରୁଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ସ୍ଥାନୀୟ ମେଡିକାଲ ପଠାଇ ଅଧିକ ତଦନ୍ତ କରୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ