Masthead

ଅଟୋ ଭିତରେ ଶବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅଟୋ ଭିତରେ ଡେଡବଡି । ରମାଦେବୀ ବିଶ୍ୱବିଦ୍ୟାଳୟ କ୍ୟାମ୍ପେସ-୨ରେ ଅଟୋ ଭିତରେ ଡେଡବଡି । ପୋଲିସ ମୃତଦେହ ଉଦ୍ଧାର କରି ବ୍ୟବଛେଦ ପାଇଁ ପଠାଇ ତଦନ୍ତ ଜାରି ରଖିଛି । ମୃତଦେହ କାହାର? ବିଶ୍ୱବିଦ୍ୟାଳୟ ପରିସରକୁ କେମିତି ଆସିଲା? ତାହା ଜଣାପଡି ନାହିଁ । ତେବେ ଗାଡି ମାଲିକକୁ ପୋଲିସ ଠାବ କରିଛି । ତୁରନ୍ତ ସମସ୍ତ ଘଟଣା ଉପରୁ ପରଦା ହଟିବ ବୋଲି ପୋଲିସ କହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁଞ୍ଜିଲାଲ ମେହେରକୁ ଆଜୀବନ କାରାଦଣ୍ଡ 🔴  ଆଜିଠାରୁ ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା 🔴 ପାଟଣାଗଡ଼ ପାର୍ସଲ୍ ବୋମା ମାମଲା, ଆଜି ଆସିବ ରାୟ 🔴 ମୋଦିଙ୍କ ବିଦେଶୀ ସାମଗ୍ରୀ ବର୍ଜନ ଅପିଲ 🔴 ‘ଇଟାର ଜବାବ ପଥରେ ଦେବୁ’ 🔴 ବେଆଇନ ବନ୍ଧୁକ ତିଆରି କାରଖାନା ଠାବ 🔴 ଆକ୍ସନ ମୋଡରେ ବିଧାୟକ ପବିତ୍ର ସାଉଁନ୍ତା 🔴 ଭାରତ ଆଗରେ ମୁଣ୍ଡ ନୁଆଁଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ 🔴 ୫ଦିନ ଯାଏ ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴  ଗିରଫ ହେଲେ ସିଆର୍ପିଏଫ କର୍ମଚାରୀ 🔴 ପୁଞ୍ଜିଲାଲ ମେହେରକୁ ଆଜୀବନ କାରାଦଣ୍ଡ 🔴  ଆଜିଠାରୁ ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା 🔴 ପାଟଣାଗଡ଼ ପାର୍ସଲ୍ ବୋମା ମାମଲା, ଆଜି ଆସିବ ରାୟ 🔴 ମୋଦିଙ୍କ ବିଦେଶୀ ସାମଗ୍ରୀ ବର୍ଜନ ଅପିଲ 🔴 ‘ଇଟାର ଜବାବ ପଥରେ ଦେବୁ’ 🔴 ବେଆଇନ ବନ୍ଧୁକ ତିଆରି କାରଖାନା ଠାବ 🔴 ଆକ୍ସନ ମୋଡରେ ବିଧାୟକ ପବିତ୍ର ସାଉଁନ୍ତା 🔴 ଭାରତ ଆଗରେ ମୁଣ୍ଡ ନୁଆଁଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ 🔴 ୫ଦିନ ଯାଏ ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴  ଗିରଫ ହେଲେ ସିଆର୍ପିଏଫ କର୍ମଚାରୀ