Masthead

ଘର ଭିତରୁ ମହିଳାଙ୍କ ମୃତ ଦେହ ଉଦ୍ଧାର

ପାରାଦୀପ (ବଡ଼ ଖବର ବ୍ୟୁରୋ): ଘର ଭିତରୁ ମହିଳାଙ୍କ ମୃତ ଦେହ ଉଦ୍ଧାର। ଘଟଣା ଘଟିଛି ପାରାଦୀପ ଥାନା ଅନ୍ତର୍ଗତ ବାଉରିଆ ପାଳନ୍ଦା ବସ୍ତିରେ। ଏହି ବସ୍ତିରେ ରହୁଥିବା ପ୍ରଦୀପ ଦଳାଇଙ୍କ ଘର ଭିତରେ ବିଳମ୍ବିତ ରାତ୍ରିରୁ ପଡି ରହିଛି ପତ୍ନୀ ରଶ୍ମିତା ଦଳାଇ ଙ୍କ ମୃତ ଶରୀର । ମୃତକଙ୍କ ସ୍ୱାମୀ ଫେରାର ଥିବା ବେଳେ ଖବର ପାଇ ବନ୍ଧୁ ବାନ୍ଧବ ଓ ସାହି ପଡିଶା ମାନେ ଆସି ଘରର କବାଟ ଭାଙ୍ଗି ଘର ଭିତରୁ ରଶ୍ମିତାଙ୍କ ମୃତ ଦେହକୁ ଉଦ୍ଧାର କରିଛନ୍ତି। ଉକ୍ତ ଘଟଣାରେ ପିପିଏଲ ଫାଣ୍ଡି ଅଧିକାରୀ ଓ ଆଦର୍ଶ ଥାନା ଅଧିକାରୀ ବାଉରିଆ ପାଳନ୍ଦା ବସ୍ତିରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା