Masthead

ନବବଧୂଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରେଙ୍ଗାଲି(ବଡ଼ ଖବର ବ୍ୟୁରୋ): ରେଙ୍ଗାଲି ବ୍ଲକ ଅନ୍ତର୍ଗତ ନୁଆ ରମ୍ପେଲା ଗ୍ରାମରେ ଜଣେ ନବବିବାହିତା ମହିଳାଙ୍କ ଝୁଲନ୍ତାଶବ ଉଦ୍ଧାର କରିଛି ରେଙ୍ଗାଲି ପୋଲିସ।ରମ୍ପେଲା ଗ୍ରାମର ଆନନ୍ଦଚନ୍ଦ୍ର ବାଗଙ୍କ ଘରେ ଜଗତସିଂହପୁର ଜିଲ୍ଲା ମୁକୁନ୍ଦପୁର ଗ୍ରାମର ଜିତେନ୍ଦ୍ର ମହାପାତ୍ର ନିଜ ନବବିବାହିତା ଧର୍ମପତ୍ନୀ ଶତାବ୍ଦୀ ମହାରଣାଙ୍କ ସହ ରହିଆସୁଥିଲେ। ଭଡ଼ାଘରେ ଉକ୍ତ ମହିଳା ଜଣଙ୍କର ଝୁଲନ୍ତା ଅବସ୍ଥାରେ ମୃତ ଦେହ ଉଦ୍ଧାର କରାଯାଇଥିଲା। କିନ୍ତୁ ମୃତ ମହିଳାଙ୍କ ପିତା ଶ୍ରୀ ରବୀନ୍ଦ୍ର ମହାରଣାଙ୍କ ଅଭିଯୋଗ ଅନୁସାରେ, ଯୌତୁକ ଦାବିରେ ଝିଅ ଶତାବ୍ଦୀଙ୍କ ସ୍ୱାମୀ ଏବଂ ତାଙ୍କ ଶଶୁରଘର ଲୋକ ମିସି ତାଙ୍କୁ ମାରିଦେଇଥିବା ଅଭିଯୋଗ କରିଛନ୍ତି । ଏହାକୁ ଆଧାର କରି ରେଙ୍ଗାଲି ଥାନା ଅଧିକାରୀ, କେସ ନଂ ୧୪୮/୨୩ ରୁଜୁକରି ଜିତେନ୍ଦ୍ର ମହାପାତ୍ରଙ୍କୁ ଗିରଫ କରି ପଚରା ଉଚୁରା କରି କୋର୍ଟକୁ ଚାଲାଣ କରିଥିବା ପୋଲିସ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା