Masthead

ହୋଟେଲ ରୁମରୁ ଯୁବତୀଙ୍କ ମୃତଦେହ ମିଳିବା ଘଟଣା, ସନ୍ଦେହ ଘେରରେ ବାର୍ କର୍ମଚାରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ହୋଟେଲ ରୁମରୁ ଯୁବତୀଙ୍କ ମୃତଦେହ ମିଳିବା ଘଟଣା । ଆତ୍ମହତ୍ୟା ନା ହତ୍ୟା ବଢୁଛି ସନେ୍ଦହ । ୧୦ ଜଣଙ୍କୁ ପୋଲିସ କରୁଛି ଜେରା । ସନ୍ଦେହ ଘେରରେ ଅଛନ୍ତି ବାର୍ କର୍ମଚାରୀ । କମଳା ନେହେରୁ କଲେଜରେ ଯୁକ୍ତ ଦୁଇ କଳା ପାଠ ପଢୁଥିଲେ ଶୁଭଲକ୍ଷ୍ମୀ । ହେଲେ ଏଭଳି କାହିଁକି ତାଙ୍କର ହଠାତ୍ ମୃତ୍ୟୁ ହେଲା ସେ ନେଇ ପରିବାର ଲୋକେ ପ୍ରଶ୍ନ ଉଠାଇଛନ୍ତି । ଶୁଭଲକ୍ଷ୍ମୀଙ୍କ ମୃତ୍ୟୁ ପଛର ରହସ୍ୟ ଫିଟିନଥିବା ବେଳେ ୧୦ ଜଣଙ୍କୁ ପୁଲିସର ଜେରା କରିଛି । ସନ୍ଦେହଘେରରେ କିଛି ବାର କର୍ମଚାରୀ ଅଛନ୍ତି ।

ଯୁବତୀଙ୍କୁ କେହି ହୋଟେଲ ଡାକିଥିଲେ ନାଁ ସେ ନିଜେ ଏଠାକୁ ଆସିଥିଲେ ତାକୁ ନେଇ ପୁଲିସ ଅଧିକ ତଦନ୍ତ ଚଳାଇଛି । ସିଡିଆର ରିପୋର୍ଟ ଆସିବା ପରେ କିଛି ସୁରାକ ମିଳିପାରେ ପୋଲିସକୁ । ଶନିବାର ଭୁବନେଶ୍ୱର କଟକ ରୋଡରେ ଥିବା ଦିପାଲୀ ହୋଟେଲର ୨୦୫ ନମ୍ବର ରୁମରେ ଝୁଲନ୍ତା ଅବସ୍ଥାରେ ମିଳିଥିଲା ଶୁଭଲକ୍ଷ୍ମୀଙ୍କ ମୃତଦେହ । ଝିଅର ମୃତ୍ୟୁ ପରେ ଝିଅକୁ ହତ୍ୟା କରି ଟାଙ୍ଗି ଦିଆଯାଇଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ