ଦୀପାଳି ବାର ଲଜରୁ ଯୁବତୀଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଭୁବନେଶ୍ୱରେରେ ଜଣେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ । ଲକ୍ଷ୍ମୀସାଗର କଟକ ରୋଡରେ ଥିବା ଦୀପାଳି ବାରରେ ଥିବା ଲଜରେ ଯୁବତୀଙ୍କ ଝୁଲନ୍ତା ମୃତଦେହ ପୋଲିସ ଠାବ କରିଛି । ୨୦୫ ନମ୍ବର ରୁମରେ ଯୁବତୀଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଦେଖି ପୋଲିସକୁ ଖବର ଦେଇଥିଲେ ଲଜ୍ କର୍ମଚାରୀ । ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ଲକ୍ଷ୍ମୀସାଗର ଥାନା ପୋଲିସ । ମୃତ ଯୁବତୀଙ୍କ ହେଲେ ଶୁଭଲକ୍ଷ୍ମୀ ସାହୁ ।

ଘର ଭଦ୍ରକର କୁଆବାଗ ସାହି ବୋଲି ଜଣାପଡିଛି । ଗତକାଲି ସକାଳେ ଯୁବତୀ ଜଣକ ଲଜ୍ ରେଜିଷ୍ଟ୍ରିରେ ଏଣ୍ଟ୍ରି କରିଥିଲେ । ଆଜି ସେହି ଯୁବତୀଙ୍କ ଝୁଲନ୍ତା ମୃତଦେହ ଲଜରୁ ମିଳିଛି । ଆଜି ଯୁବତୀଙ୍କ ପରିବାର ଲୋକ ଆସିବା ପରେ ମୃତଦେହ ଉଦ୍ଧାର ଯାଇ ପୋଲିସ ପଚରାଉଚରା ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ