Masthead

କ୍ଷତ ବିକ୍ଷତ ମୃତ ଦେହ ଉଦ୍ଧାର

ବାଲିଅନ୍ତା(ବଡ଼ ଖବର ବ୍ୟୁରୋ): ନଦୀ ପଠାରୁ ଯୁବକଙ୍କ ମୃତ ଦେହ ଉଦ୍ଧାର । ଖୋର୍ଦ୍ଧା ଜିଲ୍ଲା ଭାର୍ଗବୀ ନଦୀ ମୂଳରୁ ଏକ ଅଜଣା ମୃତ ଦେହ ଉଦ୍ଧାର କରିଛି ପୋଲିସ । ଧଉଳି ଥାନା ସରଦେଇପୁର ପୂର୍ତ୍ତର୍ ବିଭାଗ ଡାକ ବଙ୍ଗଳା ପଛପଟରୁ କ୍ଷତ ବିକ୍ଷତ ମୃତ ଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକ ପୋଲିସକୁ ଖବର ଦେଇଥିଲେ ।

ଖବର ପାଇ ଧଉଳି ଥାନା ଅଧିକାରୀ, ଏସିପି ବିଷ୍ଣୁପ୍ରସାଦ ପହଂଚି ତଦନ୍ତ ଆରମ୍ଭ କରିଛନ୍ତି । ତେବେ ଯୁବକଙ୍କୁ ହତ୍ୟା କରାଯାଇଥିବା ପ୍ରାଥମିକ ତଦନ୍ତରୁ ସନ୍ଦେହ କରିଛି ପୋଲିସ । ପୋଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର