Masthead

ରାସ୍ତା କଡ଼ରୁ କ୍ଷତବିକ୍ଷତ ଶବ ଉଦ୍ଧାର

ଆସିକା (ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ବନ୍ଧମୁଣ୍ଡା ପଞ୍ଚାୟତର ବି. ଚିକିଲି ଗ୍ରାମ ରାସ୍ତାକଡ଼ରୁ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି । ମୃତକ ଜଣକ ଶେରଗଡ଼ ପାଇକ ସାହିର ସନ୍ୟାସୀ ସେଠୀ ବୋଲି ଜଣାଯାଇଛି । ଚୁନମିସ୍ତ୍ରୀ ଭାବେ କାର୍ଯ୍ୟ କରୁଥିବା ସନ୍ୟାସୀ ଚିକିଲିରୁ କାମସାରି ଫେରିବା ବେଳେ ଏକ ଧରୁଆ ଅସ୍ତ୍ରରେ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ହତ୍ୟାର ପ୍ରକୃତ କାରଣ ଜଣାପଡ଼ିନାହିଁ । ପୋଲିସ ଘଟଣାସ୍ଥଳରେ ପହଁଚି ଶବ ଜବତ କରିବା ସହ ହତ୍ୟା ମାମଲା ରୁଜ୍ଜୁ କରି ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ