Masthead

କୁଶଭଦ୍ରାରୁ ଅଜଣା ମହିଳାଙ୍କ ଶବ ଉଦ୍ଧାର

ବାଲିଅନ୍ତା, (ବଡ଼ ଖବର ବ୍ୟୁରୋ): ବାଲିଅନ୍ତା ଥାନା କୁଶଭଦ୍ରା ନଦୀରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକଙ୍କ ପରିଚୟ ମିଳିନାହିଁ । ଶନିବାର ସକାଳୁ ଭିଙ୍ଗାରପୁର ଡେଲଟା ଛକସ୍ଥିତ ପୋଲତଳେ ମହିଳାଙ୍କ ମୃତଦେହ ଭାସୁଥିବା ଦେଖିଥିଲେ ସ୍ଥାନୀୟ ଲୋକେ । ସେମାନେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛନ୍ତି । ବାଲିଅନ୍ତା ପୋଲିସ ଘଟଣାର ତଦନ୍ତ ଜାରି କରିଛି । କିଏ ଏହି ମହିଳା ଓ କେଉଁ କାରଣରୁ ମୃତ୍ୟୁ ହୋଇଛି ତାହା ସ୍ପଷ୍ଟ ହୋଇନାହିଁ । ଏହା ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ହେଉଛି । ବ୍ୟବଚ୍ଛେଦ ରିପୋର୍ଟ ଓ ପୋଲିସର ତଦନ୍ତ ପରେ ସତ୍ୟାସତ୍ୟ ଜଣାପଡ଼ିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା