Masthead

ଡେଡବଡି ଡବଲ କାଉଣ୍ଟିଂ ହୋଇଯାଇଥିଲା: ପ୍ରଦୀପ ଜେନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବାଲେଶ୍ୱର ଟ୍ରେନ ଟ୍ରାଜେଡି । ଆସିଲା ଫାଇନାଲ ମୃତକଙ୍କ ରିପୋର୍ଟ । ରିପୋର୍ଟ ଦେଲେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା । କହିଲେ ଫାଇନାଲ ମୃତ୍ୟୁ ସଂଖ୍ୟା ୨୭୫ । କେତେକ ଡେଡବଡି ଡବଲ କାଉଣ୍ଟିଂ ହୋଇ ଯାଇଥିଲା ବର୍ତ୍ତମାନ ସବୁକୁ ଫାଇନାଲ ଫିଗର ଜିଲ୍ଲାପାଳଙ୍କ ଲିଖିତ ତଥ୍ୟ ଅନୁଯାୟୀ ୨୭୫ ଜଣଙ୍କ ମୃତ୍ୟୁ ହୋଇଛି । ସେ ମଧ୍ୟରୁ ୭୮ ବଡିକୁ ଚିହ୍ନଟ କରାଯାଇ ତାଙ୍କ ସମ୍ପର୍କୀୟଙ୍କୁ ହସ୍ତାନ୍ତର କରାଯାଇଛି । ଆଉ ୧୦ ବଡି ଚିହ୍ନଟ କରାଯାଇଛି ହସ୍ତାନ୍ତର ହେବ । ବାକି ୧୮୭ ଟି ଡେଡବଡି କୁ ଚିହ୍ନଟ ପ୍ରକ୍ରିୟା ଜାରି ରହିଛି ।୧୮୦୦୩୪୫୦୦୬୧ ଟ୍ରୋଲ ଫ୍ରି ନମ୍ବର ଜାରି କରାଯାଇଛି ।

ଯେଉଁ ମାନେ ଡେଡବଡି ଚିହ୍ନଟ ପାଇଁ ଆସୁଛନ୍ତି ସେମାନେ ଏହି ନମ୍ବରରେ କଲ କରି ପାରିବେ । ଆମର ଅଫିସରମାନେ ସେମାନଙ୍କୁ ସାହାଯ୍ୟ କରିବେ । ତାଙ୍କୁ କୌଣସି ଅସୁବିଧା ହେବ ନାହିଁ ।୧୯୨୯ କେବଳ ଓଡ଼ିଶା ଲୋକଙ୍କ ପାଇଁ ଏହି ନମ୍ବର ଜାରି କରାଯାଇଛି । ରାଜ୍ୟର ଖର୍ଚ୍ଚ ରେ ଡେଡବଡିକୁ ଗନ୍ତବ୍ୟ ସ୍ଥଳକୁ ପଠାଯିବ । ୩୮୨ ଜଣ ଆହାତ ବ୍ୟକ୍ତି ଏବେ ବି ରାଜ୍ୟର ବିଭିନ୍ନ ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ସେମାନଙ୍କ ମଧ୍ୟରୁ ୨ ଜଣ କ୍ରିଟିକାଲ ଅଛନ୍ତି । ସମସ୍ତଙ୍କୁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ମାଗଣା ଚିକିତ୍ସା ସୁବିଧା ଯୋଗାଇ ଦେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା