Masthead

ପାଣିରେ ଭାସୁଛି ଅଜଣା ଶବ

ଢେଙ୍କାନାଳ( ବଡ଼ ଖବର ବ୍ୟୁରୋ): ପାଣିରେ ଭସୁଛି ଶବ । ଢେଙ୍କାନାଳ ଜିଲ୍ଲା ସଦର ଥାନା ଇନ୍ଦିପୁଟ ଗ୍ରାମ ଦେଇ ଯାଇଥିବା ଦକ୍ଷିଣ କେନଲରେ ଏକ ମୃତଦେହ ଭାସୁଛି । ପାଣିରେ ଏକ ମଣିଷ ଭାସୁଥିବାର ଦେଖିଥିଲେ ଗ୍ରାମବାସୀ । ସେଠାରେ ଉପସ୍ଥିତ ଲୋକେ ଶବ ଉଦ୍ଧାର କରି ପୋଲିସକୁ ଖବର ଦେଇଥିଲେ । ତେବେ ମୃତକ ଜଣଙ୍କର ପରିଚୟ ମିଳିନାହିଁ । ଏହା ଆତ୍ମହତ୍ୟା କି ହତ୍ୟା ସ୍ପଷ୍ଟ ହୋଇନାହିଁ । ପୋଲିସ ଘଟଣାସ୍ଥଳରେ ପହଁଚି ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା