Masthead

କେନାଲରେ ଭାସୁଛି ଅଜଣା ଶବ, ଉଦ୍ଧାରକଲେ ଅଗ୍ନିଶମ କର୍ମଚାରୀ

ଅତାବିରା (ବଡ଼ ଖବର ବ୍ୟୁରୋ): କନେଲରେ ଭାସୁଛି ଅଜଣା ଶବ । ବରଗଡ ଜିଲ୍ଲା ଅତାବିରା ଥାନା ଅଧିନ ଜହ୍ନାପଡା ଶାଖା କେନାଲରେ ଆଜି ସକାଳେ ଜଣେ ଅଜଣା ବ୍ୟକ୍ତିଙ୍କ ଶବ ଭାସୁଥିବା ଘଟଣା ସ୍ଥାନୀୟ ଅଂଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଥିଲା । ଏ ନେଇ ସ୍ଥାନୀୟ ଲୋକେ ଅତାବିରା ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଅତାବିରା ଥାନାଅଧିକାରୀ ସୁକୁମାର ତ୍ରିପାଠୀ, ଏସଆଇ ଲଲିତ ନାଗ ଘଟଣାସ୍ଥଳରେ ପହଞ୍ଚିଥିଲେ । ପରେ ଅତାବିରା ଅଗ୍ନିଶମ କର୍ମଚାରୀମାନେ ପହଞ୍ଚି କେନାଲରୁ ଶବକୁ ଉଦ୍ଧାର କରିଛନ୍ତି । ଏଯାଏଁ ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରିନଥିବା ବେଳେ ମୃତବ୍ୟକ୍ତିଙ୍କ ମୃତ୍ୟୁ କିଭଳି ହେଲା ତାହା ମଧ୍ୟ ସ୍ୱଷ୍ଟ ହୋଇନାହିଁ । ଏନେଇ ଅତାବିରା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା