Masthead

ପୋଖରୀରେ ଗଳିତ ଶବ

ପାଟକୁରା, (ବଡ଼ ଖବର ବ୍ୟୁରୋ): ପାଟକୁରା ଥାନା ଅନ୍ତର୍ଗତ କୋରୁଆ ହରିପୁରଠାରେ ଏକ ପରିତ୍ୟକ୍ତ ପୋଖରୀରୁ ଯୁବକର ଗଳିତ ଶବ ପୋଲିସ ଉଦ୍ଧାର କରିଛି । ମୃତକ ଜଣକ ସ୍ଥାନୀୟ ଗଜିପିଠି ଗ୍ରାମର ମିହିର ପରିଡ଼ାଙ୍କ ପୁଅ ଆଶୀର୍ବାଦ ପରିଡା ବୋଲି ଜଣାପଡିଛି । ମୃତ ଯୁବକ ଜଣେ ମାନସିକ ବିକୃତ ସହ ଭିନ୍ନକ୍ଷମ ବୋଲି ପଡୋଶୀ କହୁଛନ୍ତି । ସେ ଦୀର୍ଘ ୩ଦିନ ପୂର୍ବରୁ ନିଖୋଜ ଥିଲେ । ଏନେଇ ମଧ୍ୟ ‌ପରିବାର ପକ୍ଷରୁ ପାଟକୁରା ଥାନାରେ ଅଭିଯୋଗ ହୋଇଥିଲା । ଆଜି ସକାଳୁ ଉକ୍ତ ପରିତ୍ୟକ୍ତ ପୋଖରୀରେ ଗଳିତ ଶବ ଭାସୁଥିବା ଖବର ପ୍ରଚାରିତ ହେବା ପରେ ପରିବାର ଲୋକେ ଆସି ଶବ ଚିହ୍ନଟ କରିଛନ୍ତି । ଏନେଇ ମଧ୍ୟ ପାଟକୁରା ପୋଲିସକୁ ପରିବାର ପକ୍ଷରୁ ‌ଅବଗତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା