Masthead

ତେଲନଦୀରୁ ଯୁବତୀଙ୍କ ଶବ ଉଦ୍ଧାର

ବଲାଙ୍ଗିର/ ତୁଷୁରା, (ବଡ଼ ଖବର ବ୍ୟୁରୋ): ତେଲ ନଦୀରୁ ଜଣେ ଯୁବତୀଙ୍କ ଶବ ଉଦ୍ଧାର ହୋଇଛି । ତୁଷୁରା ଠାରୁ ପ୍ରାୟ ୩୦ କିମି ଦୂର ତରଭା ଥାନା ସିଂହାରୀ ପଞ୍ଚାୟତର ବଡତେଣ୍ଡା ଗାଁ ନିକଟସ୍ଥ ତେଲନଦୀରେ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ତେବେ ମୃତ ଯୁବତୀଙ୍କ ପରିଚୟ ମିଳିନି। ହେଲେ ଦୁଇଦିନ ତଳେ ତୁଷୁରା- ଗୁଡ଼ଭେଲା ନିକଟସ୍ଥ ତେଲନଦୀରେ ଡେଇଁ ଆତ୍ମହତ୍ୟା କରିଥିବା ଦୁଇଯୁବତୀଙ୍କ ମଧ୍ୟରୁ ଜଣେ ବୋଲି ସନ୍ଦେହ କରାଯାଉଛି। ପୋଲିସ୍ ଓ ପରିବାର ଲୋକ ଘଟଣାସ୍ଥଳକୁ ଯାଉଛନ୍ତି। ତେବେ ପରିବାର ଲୋକେ ମୃତଦେହକୁ ଚିହ୍ନଟ କରିବା ପରେ ଏହି ଯୁବତୀଙ୍କ ପ୍ରକୃତ ପରିଚୟ ମିଳିପାରିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା