Masthead

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

ବଅଁରପାଳ, (ବଡ଼ ଖବର ବ୍ୟୁରୋ): ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ । ଅନୁଗୁଳ ଜିଲ୍ଲା ବଅଁରପାଳ ଗଡ଼ତଳମୂଳ ଅଞ୍ଚଳରୁ ଆସିଛି ଏହି ଖବର । ଗଡ଼ତଳମୂଳ ହାଇସ୍କୁଲ ପଛପଟ ଆମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା, ଗଳିତ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଲେ ହିନ୍ଦୋଳ କୁଣ୍ଡାଲ ଗ୍ରାମର ରାଜୁ ଦାସ । ପୋଲିସ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି ।
ରାଜୁ କିଛିଦିନ ହେବ ଗଡ଼ତଳମୂଳ ଅଞ୍ଚଳରେ ରହି ମଜୁରି କାମ କରୁଥିଲେ । ଆଜି ସକାଳୁ ସକାଳୁ ତାଙ୍କ ମୃତଦେହ ଗଛରେ ଝୁଲୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ । ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା