Masthead

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

ବଅଁରପାଳ, (ବଡ଼ ଖବର ବ୍ୟୁରୋ): ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ । ଅନୁଗୁଳ ଜିଲ୍ଲା ବଅଁରପାଳ ଗଡ଼ତଳମୂଳ ଅଞ୍ଚଳରୁ ଆସିଛି ଏହି ଖବର । ଗଡ଼ତଳମୂଳ ହାଇସ୍କୁଲ ପଛପଟ ଆମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା, ଗଳିତ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଲେ ହିନ୍ଦୋଳ କୁଣ୍ଡାଲ ଗ୍ରାମର ରାଜୁ ଦାସ । ପୋଲିସ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି ।
ରାଜୁ କିଛିଦିନ ହେବ ଗଡ଼ତଳମୂଳ ଅଞ୍ଚଳରେ ରହି ମଜୁରି କାମ କରୁଥିଲେ । ଆଜି ସକାଳୁ ସକାଳୁ ତାଙ୍କ ମୃତଦେହ ଗଛରେ ଝୁଲୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ । ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ