Masthead

ବାଲି ମାଫିଆଙ୍କ ଦ୍ୱାରା ମରଣାନ୍ତକ ଆକ୍ରମଣ

ଜଳେଶ୍ଵର(ବଡ଼ ଖବର ବ୍ୟୁରୋ) ବେଆଇନ ବାଲି ଉତ୍ତଳୋନକୁ ନେଇ ଉତ୍ତେଜନା । ଭୋଗରାଇ ତହସିଲ ମନୁନଗର ଗ୍ରାମରେ ଦୀର୍ଘ ଦିନ ଧରି ସୁବର୍ଣ୍ଣରେଖା ନଦୀରୁ ବାଲି ମାଫିଆ ମାନେ ବେଆଇନ ଭାବେ ବାଲି ଉତ୍ତଳୋନ କରୁଥିଲେ । ଆଜି ଗ୍ରାମବାସୀ ମାନେ ବିରୋଧ କରିବାରୁ ବାଲି ମାଫିଆ ମାନେ ମରଣାନ୍ତକ ଆକ୍ରମଣ କରିଥିଲେ। ଏ ନେଇ ଘଟଣା ସ୍ଥଳରେ ବଢ଼ିଛିି ଉତେଜନା । ତହସିଲଦାର ଓ ପୋଲିସ ପହଞ୍ଚି ଲୋକଙ୍କ ସହିତ ବୁଝା ସୁଝା କରୁଛି । ପୋଲିସ ଗୋଟିଏ ଜେସିବି ଓ ଦୁଇଟି ଟ୍ରାକଟର ଜବଦ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା