Masthead

ଅଂଶୁଘାତରେ ମୃତ୍ୟୁ !

ନୂଆପଡ଼ା  (ବଡ଼ ଖବର ବ୍ୟୁରୋ): ନୂଆପଡ଼ାରେ ଅଂଶୁଘାତ ଜନିତ ମୃତ୍ୟୁ ଅଭିଯୋଗ। ମୃତକ ହେଲେ ପଞ୍ଚାୟତ ଜୁନାନୀ ଗାଁର ବାଜେବନ ବିଭାର । ଗତ କାଲି ଦିନବେଳେ ବାଜେବନ ଜଙ୍ଗଲକୁ ଜାଲେଣି କାଠ ସଂଗ୍ରହ କରିବାକୁ ଯାଇ ଆଉ ଘରକୁ ଫେରି ନ ଥିଲେ। ପରିବାର ଲୋକେ ଖୋଜାଖୋଜି କରିଥିଲେ । ଆଜି ସକାଳେ ତାଙ୍କ ମୃତଦେହ ନଳକୂପ ପାଖରେ ପଡିରହି ଥିବା ଦେଖିବାକୁ ପାଇଥିଲେ। ପୁଅ ଭୋଳା ବିଭାର ନୂଆପଡା ଥାନରେ ଏ ନେଇ ଲିଖିତ ଅଭିଯୋଗ କରିଛନ୍ତି । ଏହା ଅଂଶୁଘାତ ଜନିତ ମୃତ୍ୟୁ ବୋଲି ଅଭିଯୋଗ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ