Masthead

ବାପାର କୋଦାଳ ମାଡରେ ଗଲା ପୁଅର ଜୀବନ

ଊମରକୋଟ (ବଡ଼ ଖବର ବ୍ୟୁରୋ):   ମଦ୍ୟପ ବାପାର ଉନ୍ମୁକ୍ତ କାଣ୍ଡ । ଗୋଟିଏ କୋଦାଳରେ ନିଜର ୨୨ବର୍ଷୀୟ ପୁଅକୁ ହତ୍ୟା କରି ଆତ୍ମସମର୍ପଣ କରିଛି ବାପା । ଏଭଳି ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ ଅଧୀନରେ ଥିବା ବେଙ୍ଗଲୀ ଖାଣ୍ଡା ଗାଁରେ । ଗତକାଲି ରାତି ପ୍ରାୟ ୧୦:୪୦ମିନିଟ ସମୟରେ ବିପୁଲ ରାୟ ଅତ୍ୟଧିକ ମଦ ପିଇ ଘରକୁ ଫେରିଥିଲେ । ପରେ ପୁଅ ସମୀରନ ରାୟ ଏବଂ ବାପା ବିପୁଲ ରୟ ମଧ୍ୟରେ ଝଗଡ଼ା ହୋଇଥିଲା ।

ବାପା ରାଗିଯାଇ ଏକ କୋଦାଳରେ ପୁଅ ସମୀରନଙ୍କ ବେକରେ ବାରମ୍ବାର ପ୍ରହାର କରିବାରୁ ଘଟଣାସ୍ଥଳରେ ହିଁ ସମୀରନଙ୍କ ମୃତ୍ୟୁ ଘଟିଥିଲା । ଏବଂ ବାପା ବିପୁଲ ରାୟ ଉମରକୋଟ ଥାନାରେ ଆତ୍ମସମର୍ପଣ କରିଥିବା ଜଣାପଡିଛି । ହତ୍ୟାର କାରଣ ବର୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ