କମୁନି କରୋନା ଜନିତ ମୃତ୍ୟୁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା କମିବାକୁ ଲାଗିଥିବା ବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ବ୍ରେକ ଲାଗୁନି । ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୪୦ଜଣ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୯୫୨କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ, କଟକ, ମୟୂରଭଞ୍ଜ ଓ ସୁନ୍ଦରଗଡରୁ ୪ ଜଣ ଲେଖାଏଁ, ଅନୁଗୁଳ, ବୌଦ୍ଧ, ଝାରସୁଗୁଡା ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ, ବରଗଡ, ବଲାଙ୍ଗୀର ଓ ଦେବଗଡରୁ ୨ ଜଣ ଲେଖାଏଁ, ଗଞ୍ଜାମ, କନ୍ଧମାଳ, ନୟାଗଡ ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୯୫୨ଜଣ କରୋନାରେ ମୃତ୍ୟୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!