Masthead

ମଦ ହେଲା କାଳ

କାଶୀପୁର ( ବଡ଼ ଖବର ବ୍ୟୁରୋ): ରାୟଗଡ଼ା ଜିଲ୍ଲା କାଶୀପୁର ଥାନା ଲକ୍ଷ୍ମୀବଜାରସ୍ଥିତ ପୋଖରୀ ନିକଟସ୍ଥ ମୁଖ୍ୟ ରାସ୍ତାକଡ଼ରେ ଥିବା ପୋଲ ତଳୁ ଉଦ୍ଧାର ହୋଇଛି ମୃତଦେହ । ମୃତକ ହେଲେ କାଶୀପୁର ଥାନା ଜାମୁଗୁଡ଼ା ସାହିର ସୀତା ମାଝୀ (୫୮ ) । ରବିବାର ବିଳମ୍ବିତ ରାତିରେ ନିଶାସକ୍ତ ଭାବେ ଆସୁଥିଲେ । ଗୋଡ଼ ଖସିଯିବାରୁ ପୋଲ ତଳକୁ ଖସି ପଡ଼ିଥିଲେ । ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେବା ପରେ ତାଙ୍କୁ ଉଦ୍ଧାର କରାଯାଇଥିଲା । ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ