Masthead

ବିଚାରାଧୀନ କଏଦୀର ମୃତ୍ୟୁ

ମାଲକାନାଗିରି(ବଡ଼ ଖବର ବ୍ୟୁରୋ): ବିଚାରାଧୀନ କଏଦୀର ଗଳାକାଟି ହତ୍ୟା । ମାଲକାନାଗିରି ଜିଲ୍ଲାର ଉପ କରାଗାରରେ ଜଣେ ବିଚାରାଧୀନ କଏଦୀଙ୍କ ଗଳା କାଟି ହତ୍ୟା କରାଯାଇଛି । ସ୍ୱାଭିମାନ ଅଂଚଳ ଖଜୁରୀପଡା ଗ୍ରାମର ଧନୁ ଗୋଲରି ୨ ମାସ ପୂର୍ବରୁ ନକ୍ସଲ କେସରେ ଜେଲ ଯାଇଥିଲେ । ଜେଲ ଭିତରେ କେମିତି ଓ କିଏ କାହିଁକି ଧନୁ ଗୋଲରିଙ୍କୁ ହତ୍ୟା କରିଛି ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଜେଲ ଭିତରେ ଛୁରୀ କେମିତି ଆସିଲା ତଦନ୍ତ କରୁଛି ମାଲକାନାଗିରି ଆଦର୍ଶ ଥାନା ପୋଲିସ । ଗତ ମାସକ ଭିତରେ ମାଲକାନାଗିରି ଉପ କାରାଗାରରେ ତିନିଜଣ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ