ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

କାମାକ୍ଷାନଗର (ବଡ଼ ଖବର ବ୍ୟୁରୋ): ଢେଙ୍କାନାଳ ହସ୍ପିଟାଲରେ ବିଚାରଧୀନ କଏଦିଙ୍କ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ । ମୃତକ ଜଣଙ୍କ ହେଉଛନ୍ତି ସଦର ଥାନା ବେଶାଳିଆ ଗ୍ରାମର ଅଥାନି ଦେହୁରୀ। ଅଥାନୀ ଗତ ରବିବାର ଦିନ ମଦ ବ୍ୟବସାୟ ଅଭିଯୋଗରେ ଜେଲରେ ଭର୍ତ୍ତି ହୋଇଥିଲେ।ହଠାତ ତାଙ୍କ ଦେହ ଅସୁସ୍ଥ ହେବାରୁ ଆଜି ସକାଳୁ ଜିଲ୍ଲା ମୁଖ୍ୟ ଚିକତ୍ସାଳୟରେ ଭର୍ତ୍ତି ହୋଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ।

ଅଥାନୀଙ୍କୁ ବାଡେଇ ବାଡେଇ ମାରିଦେଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକ।ଜେଲ ପକ୍ଷରୁ ଅଥାନୀଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ପରିବାର ଲୋକଙ୍କୁ ଅବଗତ କରାଯାଇନଥିବା ମଧ୍ୟ ଅଭିଯୋଗ କରିଛନ୍ତି ପରିବାର ଲୋକେ।ଯାହାକୁ ନେଇ ମେଡିକାଲ ପରିସରରେ ସାମାନ୍ୟ ଉତେଜନା ଦେଖାଦେଇଥିଲା।ଘଟଣାର ତଦନ୍ତ ଦାବି କରିଛନ୍ତି ମୃତକ ଅଥାନୀଙ୍କ ପରିବାର ଲୋକେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’