Masthead

କଟକ ଏସସିବିରେ ଚିକିତ୍ସାଧୀନ ବନ୍ଦୀଙ୍କ ମୃତ୍ୟୁ

କଟକ (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜେଲରେ କଏଦୀ ଅଜୟ ଦାସଙ୍କ ମୃତ୍ୟୁ । ଆତ୍ମହତ୍ୟା ଉଦ୍ୟମ ପରେ ଗୁରୁତର ଅବସ୍ଥାରେ ତାଙ୍କୁ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଶୁକ୍ରବାର ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା କେନ୍ଦୁଝର ଜେଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

ଅଭିଯୋଗ ଅନୁସାରେ ଗତକାଲି ପାଇଖାନା ଘରେ ଗାମୁଛାରେ ଫାଶି ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ ଅଜୟ। ଏକ ଦୁଷ୍କର୍ମ ଅଭିଯୋଗ ମାମଲାରେ ଗିରଫ ହୋଇ ସେ ଜେଲରେ ଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ କେନ୍ଦୁଝର ମେଡିକାଲ ଏବଂ ପରେ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା