Masthead

ଶୋଭନୀୟ ଆନ୍ଦୋଳନର ନିୟନ୍ତ୍ରିକା ରୁକ୍ମଣୀ ଦେବୀ ଆଉ ନାହାନ୍ତି

କଟକ, (ବଡ଼ ଖବର ବ୍ୟୁରୋ): ଶୋଭନୀୟ ଆନ୍ଦୋଳନର ନିୟନ୍ତ୍ରିକା ତଥା କୋଣାର୍କ ଶୋଭନୀୟ ଶିକ୍ଷାଶ୍ରମର ଅଧକ୍ଷା ରୁକ୍ମଣୀ ଦେବୀ ଆଉ ନହାନ୍ତି । ୭୩ବର୍ଷ ବୟସରେ କଟକ ବିଡ଼ାନାସୀ ସ୍ଥିତ ଶୋଭନୀୟ ଆନ୍ଦୋଳନର ମୁଖ୍ୟ କାର୍ଯ୍ୟାଳୟରେ ମଙ୍ଗଳବାର ତାଙ୍କର ଦେହାନ୍ତ ହୋଇଛି । ୧୯୪୭ରେ ଭଦ୍ରକ ଜିଲ୍ଲା ଅଗରପଡ଼ାରେ ଜନ୍ମ ଗ୍ରହଣ କରିଥିଲେ ରୁକ୍ମଣୀ । ସରକାରୀ ଚାକିରି ଛାଡ଼ି ଶୋଭନୀୟ ଆନ୍ଦୋଳନର ପ୍ରତିଷ୍ଠାତା କୁମାର ଭାଇଙ୍କ ପ୍ରଥମ ଅନୁଗତ ଭାବେ ଯୋଗଦେଇଥିଲେ । ଗତ ସପ୍ତାହକ ତଳେ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ କଟକ ବିଡ଼ାନାସୀ ଆଶ୍ରମ ନିଆଯାଇ ସେଠାରେ ଚିକିତ୍ସା କରାଯାଉଥିଲା । ଆଜି ସକାଳେ ତାଙ୍କର ଦେହାନ୍ତ ହୋଇଯାଇଛି । ତାଙ୍କ ବିୟୋଗରେ ଶୋଭନୀୟ ଆନ୍ଦୋଳନ ସହ ଜଡ଼ିତ ପ୍ରତ୍ୟେକ ବ୍ୟକ୍ତି ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ