Masthead

ଡେଥ୍ ସସପେନ୍ସ ଉପରୁ ହଟୁନି ପରଦା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶୁଭଲକ୍ଷ୍ମୀ ଡେଥ୍ ସସପେନ୍ସ ଉପରୁ ହଟୁନି ପରଦା । ଦିନକୁ ଦିନ ସାମ୍ନାକୁ ଆସୁଛି ନୂଆ ନୂଆ ତଥ୍ୟ ।ଏବେ ପ୍ରଶ୍ନ ଉଠୁଛି ମୃତୁ୍ୟ ପରେ ବି ଶୁଭଲକ୍ଷ୍ମୀଙ୍କ ଇନଷ୍ଟାଗ୍ରାମକୁ ଅପ୍ରେଟ କରୁଛି କିଏ? ଇନଷ୍ଟାରେ ଥିବା ସମସ୍ତ ଫଟୋ ଭିଡିଓକୁ ଡିଲିଟ୍ କରାଯିବା ସହ ଆକାଉଣ୍ଟକୁ ପ୍ରାଇଭେଟ କରାଯାଇଛି । ମୃତୁ୍ୟ ପୁର୍ବରୁ ଗୋଟିଏ ନମ୍ବରରୁ ଶୁଭଲକ୍ଷ୍ମୀଙ୍କ ମୋବାଇଲକୁ ଏକାଧିକ ଥର କଲ ଆସିଛି । ସେହି ନମ୍ବର କାହାର ତାକୁ ନେଇ ଯାଞ୍ଚ ଚାଲିଛି । ସେପଟେ ପୋଲିସ ହାତରେ ଲାଗିଛି ସିଡିଆର ରିପୋର୍ଟ । ମୃତ୍ୟୁର ରହସ୍ୟ ଖୋଲିବ କଲ୍ ଡିଟେଲସ ରିପୋର୍ଟ । ବର୍ତ୍ତମାନ ସୁଦ୍ଧା ପୋଲିସ ପାରିପାର୍ଶ୍ବିକ ସ୍ଥିତି, ପୋଷ୍ଟମର୍ଟମ ରିପୋର୍ଟ, ସିସିଟିଭି, ସିଡିଆର, ଓ ଫରେନସିକ୍ ରିପୋର୍ଟ ଆଧାରରେ ୧୫ ଜଣଙ୍କ ବୟାନ୍ ରେକର୍ଡ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା