Masthead

ବାଲେଶ୍ୱର ବାହାନଗା ଟ୍ରେନ ଦୁର୍ଘଟଣା, ମୃତ୍ୟୁ ସଂଖ୍ୟା ୨୩୩କୁ ବୃଦ୍ଧି

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ):  ବାଲେଶ୍ୱର ବାହାନଗା ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୩୩କୁ ବୃଦ୍ଧି ପାଇଛି । ଏଥିସହ ୯୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଏନେଇ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ସୂଚନା ଦେଇଛନ୍ତି। ଆଗକୁ ଆହୁରି ମୃତ୍ୟୁ ସଂଖ୍ୟା ବଢ଼ିପାରେ ବୋଲି ସୂଚନା ହେଇଛନ୍ତି ।

ସକାଳୁ ସକାଳୁ ଉଦ୍ଧାର କାର୍ଯ୍ୟ ଜୋରଦାର ହେଉଥିବା ବେଳେ ଆହୁରି ଅନେକ ମୃତଦେହ ଉଦ୍ଧାର ହେବାର ଆଶଙ୍କା ରହିଛି । ସେପଟେ ଆହତଙ୍କୁ ବାଲେଶ୍ୱର ,ଭଦ୍ରକର ଓ କଟକ ବ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଉଥିବା ବେଳେ ମୃତକଙ୍କୁ ଗୋଟିଏ ସ୍ଥାନରେ ରଖାଯାଇଛି। ସ୍ୱେଚ୍ଛାସେବୀ, ସ୍ଥାନୀୟ ଲୋକଙ୍କ ସହ ପ୍ରଶାସନିକ ବିଭିନ୍ନ ଟିମ୍ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ