Masthead

ଦେଵଗଡ଼ ବିଜେଡି ପ୍ରାର୍ଥୀ ରାଣୀ ଅରୁନ୍ଧତୀଙ୍କୁ ବିରୋଧ କଲେ ଗାଁ ଲୋକେ

ଦେଵଗଡ଼(ବଡ଼ ଖବର ବ୍ୟୁରୋ):  ଦେଵଗଡ଼ ରାଣୀଙ୍କୁ ବିରୋଧ କଲେ ଦେବଗଡ଼ ଗାଁ ଲୋକେ । ଦେବଗଡ଼ ବିଜେଡି ପ୍ରାର୍ଥୀ ଅରୁନ୍ଧତୀ କୁମାରୀ ଦେବୀଙ୍କୁ ଦେବଗଡ଼ ରିଆମାଳ ବ୍ଲକ ଖରିପାଲି ଗାଁରେ ବିରୋଧ କରିଛନ୍ତି । ନୀତେଶ ଗଙ୍ଗଦେବ ଏମଏଲ କି ଏମପି ଥିବା ବେଳେ ଥରେ ହେଲେ ଗାଁ କୁ ଆସିନାହାନ୍ତି ଏବେ କ’ଣ ପାଇଁ ଆସିଛନ୍ତି ବୋଲି ପ୍ରଶ୍ନ କରିଛନ୍ତି ସାଧାରଣ ଲୋକେ । କିଛି ଦିନ ପୂର୍ବରୁ ବିଜେପି ଛାଡ଼ି ବିଜେଡିରେ ଯୋଗ ଦେଇଥିଲେ ଅରୁନ୍ଧତୀ କୁମାରୀ ଦେବୀ । ଗୋଟିଏ ଦିନ ପରେ ବିଜେଡିରୁ ଦେବଗଡ଼ ଟିକେଟ ବି ମିଳିଥିଲା । ହେଲେ ଗାଁର ସମସ୍ୟାର ସମାଧାନ ନ ହେବାରୁ ରାଣୀ ଅରୁନ୍ଧତୀ କୁମାରୀ ଦେବୀଙ୍କୁ ବିରୋଧ କରଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା