Masthead

ପଞ୍ଚଭୂତରେ ଲୀନ ହେଲା ଦେବାଶିଷଙ୍କ ପାର୍ଥିବ ଶରୀର

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ପଞ୍ଚଭୂତରେ ଲୀନ ହେଲା ବରିଷ୍ଠ ଆଇପିଏସ୍ ଅଫିସର ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ପାର୍ଥିବ ଶରୀର । ଖାନନଗର ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ପୁଅ ମୁଖାଗ୍ନି ଦେଇଛନ୍ତି । କଟକସ୍ଥିତ ବାସଭବନରେ ପାର୍ଥିବ ଶରୀର ପହଞ୍ଚିବା ପରେ ବନ୍ଧୁ ପରିବାର ବର୍ଗ ତାଙ୍କର ଶେଷ ଦର୍ଶନ କରିଥିଲେ । ବରିଷ୍ଠ ପୋଲିସ ଅଧିକାରୀ ପହଞ୍ଚି ଶ୍ରଦ୍ଧାଞ୍ଚଳି ଜଣାଇବା ସହ ଶେଷ ଦର୍ଶନ କରିଥିଲେ ।

ଶୁକ୍ରବାର ରାତିରେ ଦେବାଶିଷ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଥିଲା । କୋଲକାତାରେ ଚିକିତ୍ସାଧୀନ ଅବସ୍ଥାରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଥିଲା । ବାଲେଶ୍ଵର ଦେଇ ମର ଶରୀର କଟକ ଆସିବା ବେଳେ ଭିଜିଲାନ୍ସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା । ଜୁନ୍ ୮ ତାରିଖରେ ଦିନ ତାଙ୍କୁ ଏୟାର ଆମ୍ବୁଲାନ୍ସରେ କୋଲକାତାର ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ