Masthead

ନାମାଙ୍କନ ଦାଖଲ କଲେ ଦେବାଶିଷ ମାରାଣ୍ଡି

ବାରିପଦା (ବଡ଼ ଖବର ବ୍ୟୁରୋ): ମୟୂରଭଞ୍ଜ ଜିଲ୍ଲାରେ ଆରମ୍ଭ ହୋଇଛି ନାମାଙ୍କନ ପତ୍ର ଦାଖଲ। ଆଗାମୀ ଜୁନ ୧ ରେ ହେବାକୁ ଥିବା ନିର୍ବାଚନ ପାଇଁ ନିର୍ବାଚନୀ ମଇଦାନରେ ଲଢେଇ କରିବା ପାଇଁ ବିଭିନ୍ନ ଦଳ ଓ ସ୍ୱାଧୀନ ପ୍ରାର୍ଥୀ ପ୍ରସ୍ତୁତ। ନାମାଙ୍କନ ପତ୍ର ଦାଖଲ କରି ଜନତା ଜନାର୍ଦ୍ଦନ ପାଖରେ ପହଞ୍ଚି ଭୋଟ ହାତେଇବା ପାଇଁ ପ୍ରୟାସ ଆରମ୍ଭ କରି ସାରିଛନ୍ତି। ତେବେ ଆଜି ସାରସକଣା ନିର୍ବାଚନମଣ୍ଡଳିର ବିଜେଡି ବିଧାୟକ ପ୍ରାର୍ଥୀ ଦେବାଶିଷ ମାରାଣ୍ଡି ରାଇରଙ୍ଗପୁର ବିଧାୟକ ପ୍ରାର୍ଥୀ ରାଇସେନ୍ ମୁର୍ମୁ ଏକ ବିଶାଳ ରାଲି ରେ ଆସି ରାଇରଙ୍ଗପୁର ଉପ ଜିଲ୍ଲାପାଳଙ୍କ ଠାରେ ନାମାଙ୍କନ ପତ୍ର ଦାଖଲ କରିଥିଲେ। ରାଲିରେ ବିଧାୟକ ପ୍ରାର୍ଥୀଙ୍କ ସହ ବିଜେଡି ଲୋକ ସଭା ପ୍ରାର୍ଥୀ ସୁଦାମ ମାରାଣ୍ଡି ଉପସ୍ଥିତ ରହିବା ସହିତ ହଜାର ହଜାର ସମର୍ଥକ ଏକ ବିଶାଳ ରାଲିରେ ଉପଜିଲ୍ଲାପାଳ କାର୍ଯ୍ୟାଳୟ ପହଞ୍ଚି ଥିଲେ। ତେବେ ଆଗାମୀ ଦିନରେ ଲଢେଇ ଜୋରଦାର ହେବା ସହିତ ବିଜେପି ବହୁମତରେ ବିଜୟ ଲାଭ କରିବ ବୋଲି କହିଛନ୍ତି ବିଧାୟକ ପ୍ରାର୍ଥ ଦେବାଶିଷ ମାରାଣ୍ଡି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ