Masthead

ପଦ୍ମ ଧରିଲେ ପୂର୍ବତନ ବିଧାୟକ ଦେବାଶିଷ ନାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେବାର ମାତ୍ର କିଛି ଘଣ୍ଟା ନପୂରୁଣୁ ବିଜେପିରେ ସାମିଲ ହୋଇଛନ୍ତି ବରୀର ପୂର୍ବତନ ବିଧାୟକ ଦେବାଶିଷ ନାୟକ । ଦେବାଶିଷ ଭାରତୀୟ ଜନତା ପାର୍ଟି ରାଜ୍ୟ କାର୍ୟ୍ୟାଳୟରେ ଦଳର ରାଜ୍ୟ ସଭାପତି ମନମୋହନ ସାମଲ ଓ ପୂର୍ବତନ ସଭାପତି ସମୀର ରଞ୍ଜନ ମହାନ୍ତିଙ୍କ ସମେତ ଅନ୍ୟ ଦଳୀୟ ନେତାଙ୍କ ଗହଣରେ ପଦ୍ମ ଧରିଛନ୍ତି ।

 

ବିଜେପିରେ ସାମିଲ ହେବା ପରେ ବିଜେଡି ଉପରେ ଖୁବ ବର୍ଷିଛନ୍ତି ଦେବାଶିଷ ନାୟକ। ବିଜେଡିରେ ଏବେ ତାମିଲ ଶାସନ ଚାଲିଥିବା ସେ କହିଛନ୍ତି। ”ଦଳରେ ଏବେ ଗୋଟିଏ କୋଟେରି କାମ କରୁଛି, ପୂର୍ବରୁ ଦଳ ଯେଭଳି ଥିଲା, ଆଉ ସେଭଳି ହୋଇ ରହିନି। ତେବେ ବିଜେଡି ଅନୁଭବ କରି ସାରିଲାଣି, ତାର ଆଉ ଭୋଟ୍ ନାହିଁ” ବୋଲି ଦେବାଶିଷ କହିଛନ୍ତି। ଦଳ ସଭାପତି ମନମୋହନ ସାମଲ ଦେବାଶିଷଙ୍କୁ ବିଜେପି ଉତ୍ତରୀୟ ପ୍ରଦାନ କରି ଦଳକୁ ସ୍ବାଗତ କରିଛନ୍ତି । ନିର୍ବାଚନ ପୂର୍ବରୁ ଦେବାଶିଷଙ୍କ ପରି ଜଣେ ଅନୁଭବି ନେତା ବିଜେପିରେ ସାମିଲ ହେବା ଦଳକୁ ସୁଦୃଢ କରିବ ବୋଲି ମନମୋହନ ସାମଲ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି