Masthead

‘ଓଡ଼ିଶାର ସ୍ୱାର୍ଥ କେନ୍ଦ୍ରରେ ଉଠାଯିବ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ଓଡ଼ିଶାର ତିନି ରାଜ୍ୟସଭା ପ୍ରାର୍ଥୀ । ଦେବାଶିଷ ସାମନ୍ତରାୟ, ଶୁଭାଶିଷ ଖୁଣ୍ଟିଆ ଓ ଅଶ୍ୱିନୀ ବୈଷ୍ଣବ ନିର୍ବାଚିତ ହୋଇଛନ୍ତି । ନିର୍ବାଚିତ ହେବା ପରେ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ କହିଛନ୍ତି ଆଜି ମୁଁ ରାଜ୍ୟସଭାକୁ ନିର୍ବାଚିତ ହେଲି। ସଂଘୀୟ ବ୍ୟବସ୍ଥାରେ ରାଜ୍ୟ ସ୍ୱାର୍ଥ କଥା କେନ୍ଦ୍ରରେ ଉଠାଯିବ।

ଓଡ଼ିଶାକୁ ସ୍ଵତନ୍ତ୍ର ରାଜ୍ୟ ମାନ୍ୟତା ଦେବାକୁ ମୁଖ୍ୟମନ୍ତ୍ରୀ ଦାବି କରି ଆସିଛନ୍ତି ସେ କଥାକୁ ଦାବିରେ ରଖିବୁ। ତା ସହ ବିଜୁବାବୁଙ୍କୁ ଭାରତରତ୍ନ କଥା ବି ଉଠାଇବୁ। ସେପଟେ ସାଂସଦ ଶୁଭାଶିଷ ଖୁଣ୍ଟିଆ କହିଛନ୍ତି ଶ୍ରୀକ୍ଷେତ୍ର ପୁରୀ ସହ ଓଡ଼ିଶାର ସ୍ୱାର୍ଥ ପାଇଁ ସଂଘୀୟ ବ୍ୟବସ୍ଥାରେ ଆମେ ଦିଲ୍ଲୀରେ ଦାବି ଉପସ୍ଥାପନ କରିବୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ