Masthead

‘ଓଡ଼ିଶାର ସ୍ୱାର୍ଥ କେନ୍ଦ୍ରରେ ଉଠାଯିବ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ଓଡ଼ିଶାର ତିନି ରାଜ୍ୟସଭା ପ୍ରାର୍ଥୀ । ଦେବାଶିଷ ସାମନ୍ତରାୟ, ଶୁଭାଶିଷ ଖୁଣ୍ଟିଆ ଓ ଅଶ୍ୱିନୀ ବୈଷ୍ଣବ ନିର୍ବାଚିତ ହୋଇଛନ୍ତି । ନିର୍ବାଚିତ ହେବା ପରେ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ କହିଛନ୍ତି ଆଜି ମୁଁ ରାଜ୍ୟସଭାକୁ ନିର୍ବାଚିତ ହେଲି। ସଂଘୀୟ ବ୍ୟବସ୍ଥାରେ ରାଜ୍ୟ ସ୍ୱାର୍ଥ କଥା କେନ୍ଦ୍ରରେ ଉଠାଯିବ।

ଓଡ଼ିଶାକୁ ସ୍ଵତନ୍ତ୍ର ରାଜ୍ୟ ମାନ୍ୟତା ଦେବାକୁ ମୁଖ୍ୟମନ୍ତ୍ରୀ ଦାବି କରି ଆସିଛନ୍ତି ସେ କଥାକୁ ଦାବିରେ ରଖିବୁ। ତା ସହ ବିଜୁବାବୁଙ୍କୁ ଭାରତରତ୍ନ କଥା ବି ଉଠାଇବୁ। ସେପଟେ ସାଂସଦ ଶୁଭାଶିଷ ଖୁଣ୍ଟିଆ କହିଛନ୍ତି ଶ୍ରୀକ୍ଷେତ୍ର ପୁରୀ ସହ ଓଡ଼ିଶାର ସ୍ୱାର୍ଥ ପାଇଁ ସଂଘୀୟ ବ୍ୟବସ୍ଥାରେ ଆମେ ଦିଲ୍ଲୀରେ ଦାବି ଉପସ୍ଥାପନ କରିବୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ