Masthead

ରାଜନୈତିକ ଉଦ୍ଦେଶ୍ୟରେ ଧର୍ମକୁ ବ୍ୟବହାର କରିବା ଉଚିତ ନୁହେଁ: ଦେବୀ ମିଶ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସମ୍ବଲପୁର ହିଂସାକୁ ନେଇ ବିଜେଡି ଉପସଭାପତି ଦେବୀ ମିଶ୍ରଙ୍କ ପ୍ରତିକ୍ରିୟା । କହିଲେ ଆଇନ ଅନୁଯାୟୀ ନିଆଯିବ କାର୍ଯ୍ୟାନୁଷ୍ଠାନ । ଯେଉଁମାନେ ଗୁଜବ ସୃଷ୍ଟିକାରୀ ଲୋ କିମ୍ବା ହିଂସା ଉସକାଇବେ ସେମାନଙ୍କ ପ୍ରତି ଦୃଢ କାର୍ଯ୍ୟାନୁଷ୍ଠାନ ହେବା ଉଚିତ । ଯିଏ ଯାହାର ଧର୍ମ ତାକୁ ପାଳନ କରିବ ଉଚିତ ।

କିନ୍ତୁ ତାକୁ ରାଜନୈତିକ ଉଦ୍ଦେଶ୍ୟରେ ଯେଉଁମାନେ ଟୁଇଷ୍ଟ କରୁଛନ୍ତି ସେମାନଙ୍କୁ ସମସ୍ତେ ନିନ୍ଦା କରିବା ଉଚିତ । ଯେକୌଣସି ଦଳ କିମ୍ବା ଯେକୌଣସି ଛୋଟ ବଡ଼ ଗ୍ରୁପ ହେଉ ନା କାହିଁକି । ରାଜନୈତିକ ଉଦ୍ଦେଶ୍ୟରେ ଧର୍ମକୁ ବ୍ୟବହାର କରିବା ଉଚିତ ନୁହେଁ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ