Masthead

ରାଜନୈତିକ ଉଦ୍ଦେଶ୍ୟରେ ଧର୍ମକୁ ବ୍ୟବହାର କରିବା ଉଚିତ ନୁହେଁ: ଦେବୀ ମିଶ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସମ୍ବଲପୁର ହିଂସାକୁ ନେଇ ବିଜେଡି ଉପସଭାପତି ଦେବୀ ମିଶ୍ରଙ୍କ ପ୍ରତିକ୍ରିୟା । କହିଲେ ଆଇନ ଅନୁଯାୟୀ ନିଆଯିବ କାର୍ଯ୍ୟାନୁଷ୍ଠାନ । ଯେଉଁମାନେ ଗୁଜବ ସୃଷ୍ଟିକାରୀ ଲୋ କିମ୍ବା ହିଂସା ଉସକାଇବେ ସେମାନଙ୍କ ପ୍ରତି ଦୃଢ କାର୍ଯ୍ୟାନୁଷ୍ଠାନ ହେବା ଉଚିତ । ଯିଏ ଯାହାର ଧର୍ମ ତାକୁ ପାଳନ କରିବ ଉଚିତ ।

କିନ୍ତୁ ତାକୁ ରାଜନୈତିକ ଉଦ୍ଦେଶ୍ୟରେ ଯେଉଁମାନେ ଟୁଇଷ୍ଟ କରୁଛନ୍ତି ସେମାନଙ୍କୁ ସମସ୍ତେ ନିନ୍ଦା କରିବା ଉଚିତ । ଯେକୌଣସି ଦଳ କିମ୍ବା ଯେକୌଣସି ଛୋଟ ବଡ଼ ଗ୍ରୁପ ହେଉ ନା କାହିଁକି । ରାଜନୈତିକ ଉଦ୍ଦେଶ୍ୟରେ ଧର୍ମକୁ ବ୍ୟବହାର କରିବା ଉଚିତ ନୁହେଁ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ