Masthead

ଆଜି ଲୋୟର ଅର୍ବିଟରେ କରାଯିବ ଡିବୁଷ୍ଟିଂ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ):  ମିଶନ ଚନ୍ଦ୍ରଯାନ-୩ । ଆଉ ଏକ ପାହାଚ ଚଢିବ ଇସ୍ତ୍ରୋ । ଆଜି ଅପରାହ୍ନ ୪ଟାରେ ଲୋୟର ଅର୍ବିଟରେ କରାଯିବ ଡିବୁଷ୍ଟିଂ । ୨୩ ତାରିଖ ସନ୍ଧ୍ୟା ୫ଟା ୪୭ରେ ଲ୍ୟାଣ୍ଡର ବିକ୍ରମ ସଫ୍ଟ ଲ୍ୟାଣ୍ଡିଂ କରିବ । ସେଥିରୁ ପ୍ରଜ୍ଞାନ ବାହାରକୁ ଆସି ଚନ୍ଦ୍ର ପୃଷ୍ଠରୁ ପଠାଇବ ଆବଶ୍ୟକୀୟ ସୂଚନା । ଚନ୍ଦ୍ରପୃଷ୍ଠରେ ବୁଲି କରିବ ଗବେଷଣା । ଯଦି ଅଗଷ୍ଟ ୨୩ରେ ସଫ୍ଟ ଲ୍ୟାଣ୍ଡିଂ କରିବାରେ ଚନ୍ଦ୍ରଯାନ-୩ ସଫଳ ହୁଏ ତେବେ ଏ କ୍ଷେତ୍ରରେ ଆମେରିକା, ପୂର୍ବତନ ସୋଭିଏତ ଋଷ ଓ ଚୀନ ପରେ ଭାରତ ହେବ ଚତୁର୍ଥ ରାଷ୍ଟ୍ର ।

ସେପଟେ ଚନ୍ଦ୍ର ଚାରିପାଖେ ଘୂରି ପୃଥିବୀର ଜଳବାୟୁ ଗବେଷଣା କରିବ ପ୍ରପଲସନ ମଡ୍ୟୁଲ । ଗତକାଲି ପ୍ରୋପଲସନ ମୋଡ୍ୟୁଲରୁ ଅଲଗା ହୋଇଥିଲା ଲ୍ୟାଣ୍ଡର ମୋଡ୍ୟୁଲ । ଲ୍ୟାଣ୍ଡର ମୋଡ୍ୟୁଲର ଲ୍ୟାଣ୍ଡର ବିକ୍ରମ ଓ ରୋଭର ପ୍ରଜ୍ଞାନ ଅଲଗା ହୋଇଥିଲା । ଅବତରଣ ପୂର୍ବରୁ କକ୍ଷ ପଥରୁ ନିମ୍ନକୁ ଯିବ ଲ୍ୟାଣ୍ଡର ମୋଡ୍ୟୁଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ