Masthead

ପୁଣି କମିଲା ତୈଳ ଦର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟ ସରକାରଙ୍କ ଦୀପାବଳିରେ ଭେଟି । ପେଟ୍ରୋଲ ଓ ଡିଜେଲ ଉପରୁ ୩ ଟଙ୍କା ଭାଟ୍ ହ୍ରାସ କରିଛନ୍ତି ରାଜ୍ୟ ସରକାର। ଭାଟ୍ ହ୍ରାସ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି। ଏହି ୫ ତାରିଖ ମଧ୍ୟରାତ୍ରରୁ ଲାଗୁ ହେବ। ସେପଟେ ଭୁବନେଶ୍ୱରରେ ୧୧୬ ଟଙ୍କା ପେଟ୍ରୋଲ ଦାମ ଥିବା ବେଳେ ଡିଜେଲର ଦାମ ୧୦୬ଟଙ୍କା ରହିଥିଲା ।

ଯାହାକୁ ଏବେ କମ କରିଛନ୍ତି କେନ୍ଦ୍ର ସରକାର । ପେଟ୍ରୋଲ ୫ଟଙ୍କା ଓ ଡିଜେଲରେ ୧୦ଟଙ୍କା କମ କରାଯାଇଛି । ଆଜି ମଧ୍ୟ ରାତ୍ରରୁ ଏହି ନୂଆ ଦର ଲାଗୁ କରାଯାଇଛି । ପେଟ୍ରୋଲ ଓ ଡିଜେଲ ର ଏକ୍ସାଇଜ ଦାମରେ କମ କରିଛନ୍ତି କେନ୍ଦ୍ର ସରକାର । ଏହାଛଡ଼ା ସବୁ ରାଜ୍ୟ ମାନଙ୍କୁ ମଧ୍ୟ ଭାଟ କମ କରିବାକୁ ଅନୁରୋଧ କରିଥିଲେ କେନ୍ଦ୍ର ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ