Masthead

କମୁଛି ସଂକ୍ରମଣ ବଢୁଛି ମୃତ୍ୟୁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ୨୦୦୦ ତଳେ କରୋନା ସଂକ୍ରମଣ । ସେହିପରି ୬୮ ମୃତ୍ୟୁର ହିସାବ ଦେଇଛନ୍ତି ସରକାର। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧,୯୩୦ ଜଣ କରୋନା ପଜିଟିଭ ଚିହ୍ନଟ । ୧୧୧୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୮୧୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୩୧, ଅନୁଗୁଳରୁ ୫୦ଜଣ, ବାଲେଶ୍ୱରରୁ ୧୩୪ଜଣ, ବରଗଡ଼ରୁ ୧୨ଜଣ, ଭଦ୍ରକରୁ ୯୮ଜଣ, ବଲାଙ୍ଗୀରରୁ ଜଣେ, ବୌଦ୍ଧରୁ ୩ଜଣ, କଟକରୁ ୨୨୦ଜଣ, ଦେବଗଡ଼ରୁ ୬ଜଣ, ଢେଙ୍କାନାଳରୁ ୬୨ଜଣ, ଗଜପତିରୁ ୪ଜଣ ଚିହ୍ନଟ ହୋଇଛନ୍ତି । ସେହିଭଳି ଗଞ୍ଜାମରୁ ୧୭ଜଣ, ଜଗତସିଂହପୁରରୁ ୭୫ ଜଣ, ଯାଜପୁରରୁ ୧୨୫ ଜଣ, ଝାରସୁଗୁଡ଼ାରୁ ୧୬ ଜଣ, କଳାହାଣ୍ଡିରୁ ୭ଜଣ, କନ୍ଧମାଳରୁ ୨୭ ଜଣ, କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯,୪୩,୬୭୫ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯,୧୫,୪୦୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୨୩, ୪୯୨ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ