Masthead

କମୁଛି ସଂକ୍ରମଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜୁଲାଇ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ କମୁଛି ସଂକ୍ରମଣର ହାର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୪୮୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୨୭୧୮୬ରେ ପହଞ୍ଚିଛି ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୨୮ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୦୫୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । କଟକରୁ ୪୨୨, ଖୋର୍ଦ୍ଧାରୁ ୪୦୭, ଯାଜପୁରରୁ ୨୦୨, ପୁରୀର ୧୫୪, ବାଲେଶ୍ୱର, ୧୫୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦୈନିକ ସଂକ୍ରମଣକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମଣ ସଂଖ୍ୟା ୯ ଲକ୍ଷ ୨୭ ହଜାର ୧୮୬ । ସେଥିରୁ ସୁସ୍ଥ ହୋଇଛନ୍ତି ୮ଲକ୍ଷ ୯୪ ହଜାର ୧୦୪ଜଣ । ୬୩ ହଜାର ୧୮୪ଜଣ ନମୁନା ପରୀକ୍ଷା ହୋଇଥିବା ବେଳେ ପଜିଟିଭ ରେଟ ରହିଛି ୩ ଦଶମିକ ୯୩ ପ୍ରତିଶତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା